ଗତ ୨୪ ଘଣ୍ଟା ଭିତରେ ୪୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(କେ ନ୍ୟୁଜ): ଗତ ୨୪ ଘଣ୍ଟା ଭିତରେ ୪୪ ଜଣଙ୍କ ଜୀବନ ନେଲା କରୋନା | ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୃତକ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି |  ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ |

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.