Below header

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ମୋଟ ଆକ୍ଟିଭ କେସ ୨ହଜାର ୬୯୭କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୯ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୭୭୨ କୋଭିଡ୍‌ ଟେଷ୍ଟ ହୋଇଛି । ତେବେ କୋଭିଡରେ କେହି ପ୍ରାଣ ହରାଇ ନାହାନ୍ତି । ସୁସ୍ଥ ହୋଇଛନ୍ତି ୨୦୩ ଆକ୍ରାନ୍ତ । ରାଜ୍ୟରେ ମୋଟ ଆକ୍ଟିଭ କେସ ୨ହଜାର ୬୯୭କୁ ବୃଦ୍ଧି ପାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.