ରାଜ୍ୟ

ଝାରସୁଗୁଡାରେ ଚିନ୍ତା ବଢାଇଲା ୫ ବର୍ଷର ବାଳକ ଠରେ କରୋନା ପଜେଟିଭ, ରାଜ୍ୟ ବାହାରୁ ଫେରିଥିଲେ ପୂରା ପରିବାର

ଝାରସୁଗୁଡା(କେନ୍ୟୁଜ୍): ଝାରସୁଗୁଡାରେ ଚିନ୍ତା ବଢାଇଲା ୫ ବର୍ଷର ବାଳକ ଠରେ କରୋନା ପଜେଟିଭ। ଝାସସୁଗୁଡା ମଙ୍ଗଳ ବଜାର ୫ ବର୍ଷର ଏହି ବାଳକ ପୂରା ପରିବାର ସହ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିଲା। ବାଳକର କୋଭିଡ ଟେଷ୍ଟ ପରେ ତାର ପଜେଟିଭ ବାହାରିଥିବାର ଜିଲ୍ଲା ପ୍ରାଶାସନ ତରଫରୁ ଟ୍ବିଟ ଯୋଗେ କୁହାଯାଇଛି। ତେବେ ଜିଲ୍ଲା ପ୍ରାଶାସନ କହିଛି   ଭୟଭୀତ ହେବାର କିଛି ନାହିଁ । ରାଜ୍ୟ ବାହାରେ ଫେରିବା ପରେ ପୁରା ପରିବାର ଏବେ ହୋମ କ୍ବାରେଣ୍ଟାଇନ ଅଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ରଖାଯାଇଛି।

ସେପଟେ ଆଜି ରାଜ୍ୟରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବାବଦରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଂଚିଛି । ଗତ କାଲି ରାଜ୍ୟରେ ସକାଳେ ଆଉ ୫୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫୦ ଜଣ ସୁସ୍ଥ ହୋଇ ଫେରିଥିଲେ ।ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାର ୪୬ ଜଣ ଥିବା ବେଳେ କଟକର ୧୧ ଅଛନ୍ତି । ଯେବେକି ନୟାଗଡରୁ ୬ ଜଣ ଗଂଜାମ ୫ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି ।

 

Sasmita

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

13 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

44 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

47 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

50 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

56 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago