ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ସୁସ୍ଥ ହେଲେ ୧୨ ହଜାର ୭୭ ରୋଗୀ

ଭୁବନେଶ୍ୱର(କେ ନ୍ୟୁଜ): ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨ ହଜାର ୭୭ ଜଣ ସୁସ୍ଥ ହୋଇଥିବା ନେଇ ରିପୋର୍ଟ ଆସିଛି | ଯାହାକୁ ମିଶାଇ ରାଜ୍ୟରେ ମୋଟ ସଂଖ୍ୟା ୫ ଲକ୍ଷ ୧୪ ହଜାର ୫୩୨ ଛୁଇଁଥିବା ଜଣାଯାଇଛି | ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୦୭୨ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି ୧୬୧୧ ଜଣ | ଯେବେକି ୯୧୬ ସଂଖ୍ୟା ସହ ତୃତୀୟ ସ୍ଥାନରେ ଅଛି କଟକ |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.