ଭୁବନେଶ୍ୱର(କେ ନ୍ୟୁଜ): ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୬୭ କୁ ବୃଦ୍ଧି ପାଇଛି । କହିରଖିବା ଉଚିତ ହେବକି ଏଯାବତ ରାଜ୍ୟରେ ୬ କୋଟି ୭୭ ଲକ୍ଷ ୧୦୪ଟି ନମୁନା ପରୀକ୍ଷଣ ସାରିଥିବା ବେଳେ ଏମଧ୍ୟରୁ ୨୯୮୯ଟି ଆକ୍ଟିଭ କେସ ରହିଛି । ଯେବେକି ଗତ ୨୪ ଘଣ୍ଟା ଭିତରେ ୩୨୪
ଜଣ ସୁସ୍ଥ ହୋଇଥିବା ବେଳେ ଏଯାବତ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଆଜିର ଚିହ୍ନଟଙ୍କ ମଧ୍ୟରୁ ୧୮୭
ଜଣ କ୍ଵରେଣ୍ଟିଂନ ସେଣ୍ଟରର ହୋଇଥିବା ବେଳେ ୧୩୮ ଲୋକାଲ କଣ୍ଟକଟରୁ ସଂକ୍ରମିତ ହୋଇଥିବା ଜଣାଯାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ଭିତରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୮୫୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…