ଗତ ୨୪ ଘଣ୍ଟା ଭିତରେ ୪୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର(କେ ନ୍ୟୁଜ):  ଗତ ୨୪ ଘଣ୍ଟା ଭିତରେ ୪୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଯାହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି | ଏ ନେଇ ଶନିବାର ସକାଳ ସୁଦ୍ଧା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.