ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱର ଲକ୍ଷ୍ମୀସାଗରରେ ଚାଞ୍ଚଲ୍ୟ। ଆପାର୍ଟମେଣ୍ଟରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ। ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀର ଅବସ୍ଥା ଗମ୍ଭୀର ରହିଛି। ସିଦ୍ଧିବିନାୟକ ଆପାର୍ଟମେଣ୍ଟରେ ଘଟିଛି ଅଘଟଣ।
ପୁଅଝିଅ ସ୍କୁଲ ଯାଇଥିବା ବେଳେ ଫ୍ୟାନରେ ଓଢଣୀ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ କେଉଁ କାରଣରୁ ଏଭଳି ଚରମ ପଦକ୍ଷେପ ଉଠାଇଛନ୍ତି ତାହା ଜଣାପଡ଼ିନାହିଁ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…