ରାଜ୍ୟ

ସାଲେପୁର: ଟ୍ରକ ଧକ୍କାରେ ଦମ୍ପତି ମୃତ, ପୁଅ ଗୁରୁତର

ସାଲେପୁର (କେନ୍ୟୁଜ): ଟ୍ରକ ଧକ୍କାରେ ଦମ୍ପତି ମୃତ, ପୁଅ ଗୁରୁତର । କଟକ-ଚାନ୍ଦବାଲି ରାସ୍ତାର ନୃସିଂହବଜାର ଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୩ଜଣ ବାଇକରେ କଟକରୁ ଆସୁଥିବା ବେଳେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ପୁଅକୁ କଟକ ସ୍ଥାନାନ୍ତର କରାଯାଇଛି।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

3 hours ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

5 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

6 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

6 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

6 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

7 hours ago