Below header

ସୁନାବେଡା ପୋଲିସ କଲୋନୀରେ ଅଘଟଣ; ବିଦ୍ୟୁତ ଆଘାତରେ ୨ ଜଣଙ୍କ ମୃତ୍ୟୁ, ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ସ୍ୱାମୀର ବି ପ୍ରାଣ ଗଲା

କୋରାପୁଟ : ବିଦ୍ୟୁତ ଆଘାତରେ ଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ଘଟଣା ଘଟିଛି ସୁନାବେଡା ପୋଲିସ କଲୋନୀରେ । ଲୁଗା ଶୁଖାଉଥିବା ବେଳେ ପତ୍ନୀ ଚଞ୍ଚଳା ବିଶ୍ୱାଳ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ୱାମୀ ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ । ଘଟଣାସ୍ଥଳରେ ହିଁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସୁନାବେଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.