Below header

ନାବାଳିକା ଅସଦାଚରଣ ଅଭିଯୋଗରେ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ନାବାଳିକା ଅସଦାଚରଣକାରୀକୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ। ନିର୍ଦ୍ଦେଶ ଦେଲେ କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ। ଅଭିଯୁକ୍ତ ସନିଆ ସିଂ ଦୋଷୀ ସାବ୍ୟସ୍ତ। ଜେଲଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ।

କଟକ: ନାବାଳିକା ଅସଦାଚରଣକାରୀକୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ। ନିର୍ଦ୍ଦେଶ ଦେଲେ କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ। ଅଭିଯୁକ୍ତ ସନିଆ ସିଂ ଦୋଷୀ ସାବ୍ୟସ୍ତ। ଜେଲଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ।

ଜଗତପୁର ଅଞ୍ଚଳରେ ୨୦୨୨ ଅକ୍ଟୋବର ୧୭ ରେ ୧୬ ବର୍ଷୀୟ ନାବାଳିକାକୁ ଅସଦାଚରଣ କରିଥିଲା। ୭ ଜଣ ସାକ୍ଷୀ ଓ ୧୪ ଟି ତଥ୍ୟପ୍ରମାଣ ଆଧାରରେ ଦୋଷୀ ସାବ୍ୟସ୍ତ। ପିଡିତାକୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ ସରକାରୀ ଓକିଲ ରମେଶ ଚନ୍ଦ୍ର ମହାନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.