କେବେ ମିଳିବ ୧୭ ହଜାର? ଆଜି ତପସ୍ୱିନୀଙ୍କ ପକ୍ଷରୁ ଦାୟର ହୋଇଥିବା ପିଟିସନର ହେବ ଶୁଣାଣି

ବ୍ରହ୍ମପୁର(କେନ୍ଯୁଜ୍): ତପସ୍ୱିନୀ ଓ ସୁମିତଙ୍କ ପାରିବାରିକ ବିବାଦ ମାମଲା । ଆଜି ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ହେବ ପିଟିସନର ଶୁଣାଣି । ତପସ୍ୱିନୀଙ୍କ ପକ୍ଷରୁ ଦାୟର ହୋଇଥିବା ପିଟିସନର ଶୁଣାଣି ହେବ ।

କୋର୍ଟଙ୍କ ଆଦେବଶକୁ ଅବମାନନା କରି ସୁମିତ ମାସିକ ୧୭ ହଜାର ଟଙ୍କା ପୈଠ କରିନଥିବା ଅଭିଯୋଗ କରିଛନ୍ତି ତପସ୍ୱିନୀ । ଏନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଡିମ୍ପଲ । ୧୦ ତାରିଖ ସୁଦ୍ଧା ୧୭ ହଜାର ଟଙ୍କା ପୈଠ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲା । କିନ୍ତୁ ସୁମିତଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୋର୍ଟରେ ଟଙ୍କା ଡିପୋଜିଟ୍‌ ହୋଇନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.