ବ୍ରହ୍ମପୁର(କେନ୍ଯୁଜ୍): ତପସ୍ୱିନୀ ଓ ସୁମିତଙ୍କ ପାରିବାରିକ ବିବାଦ ମାମଲା । ଆଜି ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟରେ ହେବ ପିଟିସନର ଶୁଣାଣି । ତପସ୍ୱିନୀଙ୍କ ପକ୍ଷରୁ ଦାୟର ହୋଇଥିବା ପିଟିସନର ଶୁଣାଣି ହେବ ।
କୋର୍ଟଙ୍କ ଆଦେବଶକୁ ଅବମାନନା କରି ସୁମିତ ମାସିକ ୧୭ ହଜାର ଟଙ୍କା ପୈଠ କରିନଥିବା ଅଭିଯୋଗ କରିଛନ୍ତି ତପସ୍ୱିନୀ । ଏନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଡିମ୍ପଲ । ୧୦ ତାରିଖ ସୁଦ୍ଧା ୧୭ ହଜାର ଟଙ୍କା ପୈଠ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲା । କିନ୍ତୁ ସୁମିତଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୋର୍ଟରେ ଟଙ୍କା ଡିପୋଜିଟ୍ ହୋଇନାହିଁ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…