Below header

NEET ପରୀକ୍ଷା ଦେବେନି ପଜିଟିଭ୍ ଛାତ୍ରଛାତ୍ରୀ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ନୂଆ SOP ଜାରି

ଆଜି ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା NEET। ଓଡ଼ିଶାରେ ୮୪ ସେଣ୍ଟର, ୩୭ ହଜାରରୁ ଅଧିକ ପରୀକ୍ଷାର୍ଥୀ। ସମସ୍ତ ଛାତ୍ରଛାତ୍ରୀଙ୍କ ହେବ ଥର୍ମାଲ ସ୍କ୍ରିନିଂ। ପଜିଟିଭ୍‌ ଛାତ୍ରଛାତ୍ରୀଙ୍କୁ ହଲ୍‌କୁ ଏଣ୍ଟି୍ ମନା । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ନୂଆ SOP ଜାରି ହୋଇଛି । ପରୀକ୍ଷା ପୂର୍ବରୁ SOPଜାରି କରିଛି NTA । ଯେଉଁ ପରୀକ୍ଷାର୍ଥୀଙ୍କ ରିପୋର୍ଟ ପଜିଟିଭ୍‌ ଆସିବ ସେମାନଙ୍କୁ ଆଜି ପରୀକ୍ଷା ହଲ୍‌ରେ ପଶିବାକୁ ଅନୁମତି ଦିଆଯିବ ନାହିଁ । ପଜିଟିଭ୍‌ ଛାତ୍ରଛାତ୍ରୀ ଅନ୍ୟ ଦିନରେ ପରୀକ୍ଷା ଦେଇପାରିବେ। ଆଜିି ପରୀକ୍ଷା ପରେ ଏନେଇ ନିଆଯିବ ନିଷ୍ପତ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.