ରାଜ୍ୟ

ଛତିଶଗଡ ସୀମାନ୍ତ ଜିଲ୍ଲାରେ ବଢୁଛି କୋଭିଡ ସଂକ୍ରମଣ, ସତର୍କ ରହିବା ପରାମର୍ଶ ଦେଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

(କେନ୍ୟୁଜ): ଛତିଶଗଡ ସୀମାନ୍ତ ଜିଲ୍ଲାରେ ବଢୁଛି କୋଭିଡ ସଂକ୍ରମଣ। ନବରଙ୍ଗପୁର ମାଲକାନଗିରି ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ନବରଙ୍ଗପୁର, ସମ୍ବଲପୁର, ନୂଆପଡାରେ କୋଭିଡ କେଶ ବଢୁଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛ ହୋମ ଆଇସୋ ଲେସନରେ ଥିବା ସଂକ୍ରମିତ ଙ୍କୁ ଅଧିକ ମନିଟରିଙ୍ଗ କରାଯାଉଛି। ବର୍ତ୍ତମାନ ସଂକ୍ରମଣ କେବେ କମିବ କହିବା ମୁସ୍କିଲ ହୋଇପଡିଛି । ପିକ ନେଇ ସାରିଥିବା ରାଜ୍ୟ ପ୍ଲାଟୋ ଷ୍ଟେଜକୁ ଆସି ଗଲାଣି ଷ୍ଟେବୁଲ ହେବା ପର୍ଯ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି ।

ଏହା ସହିତ ବର୍ଷା ଦିନ ପୂର୍ବରୁ ମ୍ୟାଲେରିଆ ଓ଼ ଡାଇରିଆ ଚିନ୍ତା ଘାରିଲାଣି। ପୂର୍ବରୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ମଧ୍ୟ କୁହାଯାଇଛି। ଏଥିସହିତ ବର୍ଷା ପୂର୍ବରୁ ସବୁ ଜଳ ଉତ୍ସ ବିଶୋଧନ କରିବାକୁ ଓ ପଂଚାୟତୀରାଜ ବିଭାଗ ସହ ସମନ୍ୱୟ ରକ୍ଷା କରି ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Barsha

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

11 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

26 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

41 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

51 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago