ରାଜ୍ୟ

ଏପ୍ରିଲ ମାସରେ ସବୁ ଦିନ ହେବ କୋଭିଡ ଟିକାକରଣ, ସମସ୍ତ ସରକାରୀ ଓ ଘରୋଇ ଟିକାକରଣ କେନ୍ଦ୍ରରେ ହେବ ଟିକାଦାନ

କେନ୍ୟୁଜ୍(ବ୍ୟୁରୋ):  ଏପ୍ରିଲ ମାସର ସମସ୍ତ ବିଜ୍ଞପିତ ଛୁଟିଦିନ ସହ ସବୁ ଦିନ ହେବ କୋଭିଡ ଟିକାକରଣ। ସମସ୍ତ ସରକାରୀ ଓ ଘରୋଇ ଟିକାକରଣ କେନ୍ଦ୍ରରେ ଟିକାଦାନ ହେବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳ, ମୁନିସିପାଲ କମିସନର ଓ ସିଡିଏମଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏହା ସହ ସମସ୍ତ ଜିଲ୍ଲାରେ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ ଟିକାଦାନ କେନ୍ଦ୍ରର ସଂଖ୍ୟା ବଢାଯିବ ବୋଲି ସେ କହିଛନ୍ତି। ବ୍ଲକସ୍ତରୀୟ ସମସ୍ତ ସରକାରୀ ଓ ଘରୋଇ ସ୍ୱାସ୍ଥ୍ୟ ସେବା ଅଧିକାରୀଙ୍କୁ ଏହା ଜଣାଇବାକୁ ସେ ନିର୍ଦ୍ଦେଶ ଦେଇନ୍ତି।

କେତେକ ରାଜ୍ୟରେ କୋଭିଡ ସଂକ୍ରମଣ ଅଚାନକ ବୃଦ୍ଧି ପାଇଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା କୁହାଯାଇଛି। ଆଜି ଠାରୁ ଦେଶର ସମସ୍ତ ୪୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତିଙ୍କ କୋଭିଡ ଟିକାକରଣ ଆରମ୍ଭ ହୋଇଛି।.

 

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

21 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

29 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

44 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

50 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago