Below header

ଟାଟା ମୋଟର୍ସରେ ଚାକିରି ନାଁରେ ଜାଲିଆତି ମାମଲାର ତଦନ୍ତ,ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା

କେନ୍ୟୁଜ୍(ବ୍ୟୁରୋ):  ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଟାଟା ମୋଟର୍ସରେ ଚାକିରି ନାଁରେ ଜାଲିଆତି ମାମଲାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ପ୍ରଦୀପଙ୍କୁ ପଚରାଉଚରା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି ।

ଏବେ EOW ହେପାଜତ୍‌ରେ ଅଛନ୍ତି ପ୍ରଦୀପ ପାଣିଗ୍ରାହୀ । ଆକାଶ ପାଠକଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ପଚରାଉଚରା। ୫୦ ଲକ୍ଷ ଟଙ୍କା ପ୍ରଦୀପଙ୍କ ଆକାଉଣ୍ଟରୁ ଆକାଶଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.