ରାଜ୍ୟ

ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଗୁଜରାଟରେ ଗୋପାଳ, ଟେଷ୍ଟ ପ୍ରକ୍ରିୟା ଜାରି

ଝାରସୁଗୁଡ଼ା (କେନ୍ୟୁଜ୍) : ଗୋପାଳ ଦାସର ନାର୍କୋ ଟେଷ୍ଟ ପ୍ରକ୍ରିୟା ଜାରି ରହିଛି। ସାଙ୍ଗରେ ଅଛନ୍ତି ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ୮ଜଣିଆ ଟିମ୍‌ । ନାର୍କୋ ଓ ପଲିଗ୍ରାଫ ଟେଷ୍ଟରୁ ଜଣା ପଡ଼ିବ କେତେ କହିଛି ସତ, କଣ ମିଛ କହିଛି ଜଣା ପଡ଼ିବ । ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଗୋପାଳକୁ ଗୁଜରାଟ ଗାନ୍ଧିନଗର ସ୍ଥିତ ଡିରେକ୍ଚରେଟ ଅଫ ଫରେନ୍‌ସିକ ସାଇନ୍ସ ସର୍ଭିସେସ ବା DFSSକୁ ନେଇଛି କ୍ରାଇମବ୍ରାଞ୍ଚ । ଗତକାଲି ଗୋପାଳକୁ ଝାରସୁଗୁଡ଼ାରୁ ଭାୟା କୋଲକାତା ଦେଇ ଗୁଜରାଟ ନିଆଯାଇଥିଲା ।

ଉଭୟ ଟେଷ୍ଟ ପାଇଁ ଗୋପାଳ ସହମତି ପ୍ରକାଶ କରିବା ପରେ ତାକୁ ଗୁଜରାଟ ନିଆଯାଇଛି । ପୂର୍ବରୁ ଝାରସୁଗୁଡ଼ାରେ ସେଣ୍ଟ୍ରାଲ୍‌ ଫୋରେନସିକ୍‌ ଲାବ୍ର ବିଶେଷଜ୍ଞ ଗୋପାଳର ଲେୟର୍ଡ ଭଏସ୍‌ ଆନାଲିସିସ୍‌ ଓ ଫୋରେନସିକ୍‌ ସାଇକୋଲୋଜିକାଲ୍‌ ଟେଷ୍ଟ କରାଇଥିଲେ । ଏହି ୨ଟି ପରୀକ୍ଷାର ରିପୋର୍ଟକୁ ଅପେକ୍ଷା ରହିଛି ।

Niharanjan

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

15 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

19 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

37 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

40 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

48 mins ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

53 mins ago