ରାଜ୍ୟ

ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା

ଅନୁଗୁଳ : ସାତକୋଶିଆ ଗଣ୍ଡରେ ଚାଲିଛି କୁମ୍ଭୀର ଓ ପକ୍ଷୀ ଗଣନା। ଅନୁଗୁଳ ଜିଲ୍ଲାର ସାତକୋଶିଆ, ଆଠମଲ୍ଲିକ, ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ଚାଲିଛି ଏହି ଗଣନା କାର୍ଯ୍ୟ। ୧୪ଟି ଟିମ ଡଙ୍ଗାରେ ବିଭିନ୍ନ ଜାଗାକୁ ଯାଇ ପକ୍ଷୀ ଓ କୁମ୍ଭୀର ଗଣନା କରୁଛନ୍ତି। ଗଣନା କାର୍ଯ୍ୟ ପାଇଁ ଚଳିତ ମାସ ୫ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ସାତକୋଶିଆ ମହାନଦୀ ଗଣ୍ଡରେ ପର୍ଯ୍ୟଟକଙ୍କ ପାଇଁ ବୋଟିଂ ବନ୍ଦ କରାଯାଇଛି। ୬, ୭ ଓ ୮ ତାରିଖରେ କୁମ୍ଭୀର ଗଣନା ହୋଇଥିବା ବେଳେ ୧୦ ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିଲାଗି ମୋବାଇଲ୍ ଟ୍ରାକିଂ, ଜିପିଏସ୍, ବାଇନାକୁଲାର୍ ଓ ସ୍ଵତନ୍ତ୍ର କ୍ୟାମେରାର ବ୍ୟବସ୍ଥା କରାଯାଇଛି।

Niharanjan

Recent Posts

ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ, ଭିଣୋଇ ନାଁରେ ଅଭିଯୋଗ ଆଣିଲା ଶଳା

ଗଞ୍ଜାମ : ମୋ ଭଉଣୀର ବର୍ଷେ ତଳେ ହୋଇଥିଲା ବାହାଘର । କେଡ଼େ ଖୁସିରେ ନୂଆ କରି ସଂସାର ଗଢ଼ି…

4 mins ago

ସାମସଙ୍ଗ ଲଞ୍ଚ କଲା M35 5G ସ୍ମାର୍ଟଫୋନ୍, ଜାଣନ୍ତୁ ଦାମ ଓ ଫିଚର୍ସ

ଲଞ୍ଚ ହୋଇଯାଇଛି Samsung Galaxy M35 5G ସ୍ମାର୍ଟଫୋନ୍ । ସାଉଥ କୋରିଆନ ସ୍ମାର୍ଟଫୋନ୍ କମ୍ପାନୀ ସାମସଙ୍ଗ ବର୍ତ୍ତମାନ ବ୍ରାଜିଲରେ…

34 mins ago

ଦିଲ୍ଲୀ: ଏବେ ପାଣି ନଷ୍ଟ କଲେ ଗଣିବେ ତଣ୍ଡ, କଟିବ ୨ ହଜାର ଟଙ୍କା ଚାଲାଣ

ଦିଲ୍ଲୀବାସୀଙ୍କ ପାଇଁ ବଡ ଖବର । ଦିଲ୍ଲୀରେ ପାଣି ନଷ୍ଟ କଲେ ୨ ହଜାର ଟଙ୍କା ଚାଲାଣ କଟିବ ।…

48 mins ago

ସର୍ଜରୀ ପରେ ସାମ୍ନାକୁ ଆସିଲା ରାକ୍ଷୀଙ୍କ ପ୍ରଥମ ଭିଡିଓ, କଷ୍ଟ ଅନୁଭବ କରୁଥିବାର ଆସିଲେ ନଜର

ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…

1 hour ago

ସମାନ ମାର୍କ ରଖି ଟପ୍ପର ହୋଇଛନ୍ତି ଏହି ଯାଆଁଳା ଭଉଣୀ

ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…

2 hours ago

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

2 hours ago