ଯଦୁଚନ୍ଦ୍ରପୁର ଗାଁରୁ ପୁଣି ଏକ ବଉଳା କୁମ୍ଭୀର ଉଦ୍ଧାର

ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗାଁ ରୁ ପୁଣି ଏକ ବିରାଟ ବଉଳା କୁମ୍ଭୀର ଉଦ୍ଧାର ହୋଇଛି ।

ରାଜନଗର : ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗାଁ ରୁ ପୁଣି ଏକ ବିରାଟ ବଉଳା କୁମ୍ଭୀର ଉଦ୍ଧାର ହୋଇଛି । ଗତକାଲି ବିଳମ୍ବିତ ରାତିରେ କାଙ୍ଗାଳି ପାତ୍ରଙ୍କ ଘର ପଛପଟରୁ କୁମ୍ଭୀର ଉଦ୍ଧାର କଲା ବନବିଭାଗ। ଉଦ୍ଧାର କୁମ୍ଭୀରକୁ ବାଉଁଶଗଡ ନଦୀରେ ଛଡାଯାଇଥିବା ନେଇ ବନବିଭାଗର ସୂଚନା ଦେଇଛି । ଏକ ସପ୍ତାହ ତଳେ ପେଣ୍ଠ ଖଣ୍ଡାମରାରୁ ଏକ କୁମ୍ଭୀର ଉଦ୍ଧାର କରାଯାଇଥିଲା। ଯାହାକୁ ନେଇ ନଦୀ କୂଳିଆ ଲୋକମାନଙ୍କ ମଧ୍ୟରେ ପ୍ରବଳ ଭୟର ବାତାବରଣ ସୃଷ୍ଟି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.