ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ, ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା

ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ । ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର । ରାଜନଗର ଦକ୍ଷିଣଭେଡ଼ା ଗାଁରେ ଆଜି ଏହି ଅଘଟଣ ଘଟିଛି । ନିଖୋଜ ବ୍ୟକ୍ତି ଗାଁର ବାଇଧର ମଲ୍ଲିକ ।

ରାଜନଗର (କେନ୍ୟୁଜ): ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ । ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର । ରାଜନଗର ଦକ୍ଷିଣଭେଡ଼ା ଗାଁରେ ଆଜି ଏହି ଅଘଟଣ ଘଟିଛି । ନିଖୋଜ ବ୍ୟକ୍ତି ଗାଁର ବାଇଧର ମଲ୍ଲିକ । ଘଟଣାସ୍ଥଳରେ ଗ୍ରାମବାସୀଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚି ବାଇଧରକୁ ଖୋଜାଖୋଜି କରୁଛନ୍ତି। ହେଲେ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.