ରାଜ୍ୟ

ପୁଣି ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର, ମାସେ ଭିତରେ ଗଲାଣି ୩ ଜୀବନ

କେନ୍ଦ୍ରାପଡ଼ା (କେନ୍ୟୁଜ): କେନ୍ଦ୍ରାପଡ଼ାରେ ପୁଣି କୁମ୍ଭୀର ଆତଙ୍କ । ଜଣେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଆଜି ଭୋରୁ ଭୋରୁ କେନ୍ଦ୍ରାପଡା ବ୍ଲକ ଘାଗରା ପଞ୍ଚାୟତରେ ଅଘଟଣ । ଘଗରାଡିଆର ଗଙ୍ଗାଧର ତରାଇ ଶୌଚ ପାଇ ବ୍ରାହ୍ମଣୀ ନଦୀକୁ ଯାଇଥିବା ବେଳେ କୁମ୍ଭୀର ଟାଣିନେଇଛି । ଚିତ୍କାର କରିବା ପରେ ସ୍ଥାନୀୟ ଲୋକ ଖୋଜା ଖୋଜି କରୁଛନ୍ତି ।

ମାସେ ମଧ୍ୟରେ ୩ ଜଣଙ୍କ ଜୀବନ ନେଲାଣି କୁମ୍ଭୀର । ରଜ ବେଳେ ମାଆ ଆଗରେ ନାବାଳକକୁ ନଦୀ ଭତରକୁ ଟାଣି ମାରିଦେଇଥିଲା । ସେହିଭଳି ୨୨ ତାରିଖରେ ରାଜନଗର ବ୍ଲକ ହାତିଆଗଡ଼ି ଗାଁର ଜଣେ ମହିଳା ନିଜ ବାଡ଼ି ପଛ ପୋଖରୀରେ ବାସନ ମାଜୁଥିବା ବେଳେ ତାଙ୍କୁ କୁମ୍ଭୀର ଟାଣି ନେଇଥିଲା । ପରେ ମହିଳାଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରିଥିଲା ଅଗ୍ନିଶମ ବାହିନୀ ।

Barsha

Recent Posts

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

9 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

17 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

33 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

42 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

51 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

1 hour ago