ନିଜ ବନ୍ଧୁକରୁ ଗୁଳି ଚଳାଇ ଆତ୍ମହତ୍ୟା କଲେ ସିଆରଏଫ ଯବାନ

ଉମରକୋଟ(କେନ୍ଯୁଜ୍): ସିଆରଏଫ ଯବାନଙ୍କ ଆତ୍ମହତ୍ୟା । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ହଳଦୀ ପଞ୍ଚାୟତର ଫୁଟନଡା ସିଆରପିଏଫ କ୍ୟାମ୍ପରେ ଜଣେ ଯବାନ ନିଜ ବନ୍ଧୁକରେ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି ।

ମୃତକ ତେଲେଙ୍ଗନାର ଡି. ଗୋବର୍ଦ୍ଧନ । ଉମରକୋଟ ଏସଡିପିଓ ଦୀନେଶ କୁମାର ନାୟକ ଓ ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.