Below header

ନିଜ ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଜୀବନ ହାରିଲେ ସିଆରପିଏଫ ଅଫିସର, କାରଣ ଅସ୍ପଷ୍ଟ

ଜୀବନ ହାରିଲେ ସିଆରପିଏଫ ଚତୁର୍ଥ ବାଟାଲିୟନ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ସୁନୀଲ କୁମାର। ସେ ଚତୁର୍ଥ ବାଟାଲିୟନ ସିଆରପିଏଫ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ ।

ରାୟଗଡା (କେନ୍ୟୁଜ): ସିଆରପିଏଫ ଚତୁର୍ଥ ବାଟାଲିୟନ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟଙ୍କ ଆତ୍ମହତ୍ୟା । ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି । ସେ ନିଜ ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ସୁନୀଲ କୁମାର ସିଆରପିଏଫ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ସୁନୀଲଙ୍କ ଘର ବିହାର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । କାହିଁକି ଆତ୍ମହତ୍ୟା କଲେ କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ ରାୟଗଡା ଏସପି ଓ ପୋଲିସର ତଦନ୍ତ ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.