କେନ୍ୟୁଜ ବ୍ୟୁରୋ : ଟିଟିଲାଗଡରେ କର୍ଫ୍ୟୁ। ସକାଳ ୯ ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଜାରି ହୋଇଛି କର୍ଫ୍ୟୁ। ଆଜି ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ସ୍ପେସାଲ ଟ୍ରେନ୍ ଟିଟିଲାଗଡ଼ରେ ପହଞ୍ଚିବ। ଏହାକୁ ଦୃଷ୍ଟିରେ ରଖି ଟିଟିଲାଗଡ ସହରରେ କର୍ଫ୍ୟୁ ଜାରି ହୋଇଛି। ଏହି ସମୟରେ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟସବୁ ଦୋକାନବଜାର, ସରକାରୀ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ। ଟ୍ରେନ୍ରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଏଠାରୁ ନିଜନିଜ ଜିଲ୍ଲା ତଥା ବ୍ଳକ୍କୁ ବସ୍ ଯୋଗେ ପଠାଯିବ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…