ସୁବର୍ଣ୍ଣପୁର(କେନ୍ୟୁଜ୍): ବିଦ୍ୟୁତ୍ ତାର ନେଲା ଜୀବନ। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ଓ ବଡ ପୁଅଙ୍କ ମୃତ୍ୟୁ ହୋଇଥିବାବେଳେ ସାନ ପୁଅର ଅବସ୍ଥା ଗୁରୁତର ରହିଛି। ଗୁରୁତର ଅବସ୍ଥାରେ ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତାମହୁଲ ଜଙ୍ଗଲରେ ଏହି ଅଘଟଣ ଘଟିଛି। ବାପାଙ୍କ ସହ ଦୁଇ ପୁଅ ଜଙ୍ଗଲକୁ ଯାଇଥିବାବେଳେ ବାର୍ହା ଶୀକାର ପାଇଁ ବିଛାଯାଇଥିବା ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
ଭୁବନେଶ୍ଵର(କେନ୍ୟୁଜ୍): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…
ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…
ଗଞ୍ଜାମ(କେନ୍ୟୁଜ୍): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…
ଭୁବନେଶ୍ୱର(କେନ୍ୟୁଜ୍): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…
ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…
ରାଇରଙ୍ଗପୁର (କେନ୍ୟୁଜ୍) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…