ଗୋପ(କେନ୍ୟୁଜ୍): ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ଵାଳ । କୋଣାର୍କ ପୁରୀ ବେଳଭୂମୀ ମାର୍ଗର ଏକ ଘରୋଇ ହୋଟେଲରେ ଗତକାଲି ତାଙ୍କର ବିବାହ ସମ୍ପନ୍ନ ହୋଇଛି।
ସେ କଟକର ଅନନ୍ୟା ପ୍ରିୟଦର୍ଶନୀଙ୍କୁ ବିବାହ କରିଛନ୍ତି। ବାଜା, ବାଣ ରୋଷଣୀ ସହ ବରଯାତ୍ରୀଙ୍କୁ ନେଇ ହୋଟେଲରେ ପହଁଚିବା ପରେ ପରିବାର ଓ ବନ୍ଧୁ ବାନ୍ଧବଙ୍କ ଗହଣରେ ତାଙ୍କର ବିବାହ କାର୍ଯ୍ୟ ସମ୍ପାଦନ ହୋଇଥିବା ସୂଚନା ମିଳିଛି।
ଦେଖନ୍ତୁ ବିଧାୟକ ସୌଭିକ ବିଶ୍ଵାଳଙ୍କ ଏହି ବିବାହ ଭିଡିଓ:
ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…
ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…
ନୟାଗଡ଼ (କେନ୍ୟୁଜ୍) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…
କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…