ରାଜ୍ୟ

କଟକ ସହରରୁ ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ଟ୍ୱିଟ ଜରିଆରେ ସୂଚନା ଦେଲା ସିଏମସି

କଟକ: ଆଜି କଟକ ସହରରୁ ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୮୯କୁ ବୃଦ୍ଧି ପାଇଛି । ଏଯାବତ ସହରରେ ୭୦୮ ଟି ଆକ୍ଟିଭ କେଶ ଥିବା ବେଳେ ୬୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସହରରୁ ବର୍ତ୍ତମାନ ସୁଦ୍ଧା ୧୦ଙ୍କ ପ୍ରାଣ ଯାଇଥିବା ଜଣାଯାଇଛି । ଆଜି ଚିହ୍ନଟଙ୍କ ମଧ୍ୟରୁ ୨୪ ଜଣ କଣ୍ଟେନମେଣ୍ଟ ଜୋନର ଥିବା ବେଳେ ୧୦ଟି ଲୋକାଲ କେଶ ଥିବା ନେଇ ରିପୋର୍ଟ ଆସିଛି । ଏମଧ୍ୟରୁ ୧୧ ଜଣ ସଙ୍ଗାରୋଧ କେନ୍ଦ୍ରର ହୋଇଥିବା ବେଳେ ୧୯ ଜଣ ପୂର୍ବରୁ ହୋମ କ୍ଵାରେଣ୍ଟିଂନ ଥିଲେ ।


କହିରଖିବା ଉଚିତ ହେବଯେ ଆଜି ସକାଳେ କଟକ ଜିଲ୍ଲାରୁ ୧୦୫ ଜଣ ଟି ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମଧ୍ୟରୁ ୬୪ ଜଣ ହେଉଛନ୍ତି କଟକ ସହରର । କଣ୍ଟେନ ମେଣ୍ଟ ଅଞ୍ଚଳ ଭାବେ ଚିହ୍ନଟ ହୋଇଥିବା ମାଲ ଗୋଦାମ ଅଞ୍ଚଳରୁ ୨୪ ଜଣ ଅଛନ୍ତି ।

KNews Bureau

Recent Posts

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

56 mins ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago

ବାପା ମାଟି ତଳୁ ଉଦ୍ଧାର ମା’ ଏବେବି ନିଖୋଜ ; ପୁଅକୁ ଉଚିତ୍‌ ଦଣ୍ଡ ଦେବାକୁ ଝିଅର ଦାବି

ସୋର(କେନ୍ୟୁଜ୍‌): ଜହ୍ଲାଦ ପୁଅ । ସବୁ ସୀମା ପାର୍‌ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…

4 hours ago