ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ୍‌ ନିର୍ବାହୀ ଯନ୍ତ୍ରୀ, ୬ଟି ସ୍ଥାନରେ ଚାଲିଛି ରେଡ୍‌

କଟକ (କେନ୍ଯୁଜ୍) : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। କଟକ ଡ୍ରେନେଜ୍‌ ଡିଭିଜନ୍‌ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚାଲିଛି ରେଡ୍‌। କଟକ ଓ ଭୁନେଶ୍ୱରର ୪ଟି ସ୍ଥାନରେ ଚାଲିଛି ଚଢାଉ।

ରେଡ୍‌ରେ ୪ଜଣ DSP, ୮ଜଣ ଇନିସପେକ୍ଟର ଓ ଭିଜିଲାନ୍‌ସ ବିଭାଗର ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

Leave A Reply

Your email address will not be published.