କଟକ(କେନ୍ୟୁଜ୍): କଟକ SCBକୁ କରାଯିବ ଏମ୍ସ ପ୍ଲସ। ୩ହଜାର ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ ପାଇଁ SCB ସଲଗ୍ନ ବସ୍ତିକୁ ଉଛେଦ କରାଯିବ। ସ୍ଥାନୀୟ ଅଞ୍ଚଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଜୋବ୍ରା ଖଲାସୀ ଲେନ୍ରେ ଥିବା ପୁରୁଣା ଜଳସେଚନ କ୍ୱାର୍ଟର୍ସ ଭଙ୍ଗାଯାଉଛି। ଜେସିବି ସାହାଯ୍ୟରେ ପରିତ୍ୟକ୍ତ ଘରକୁ ଭଙ୍ଗାଯିବା ସହ ଗଛ କଟା ଚାଲିଛି। ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ସିବି ପୁନର୍ବିନାସ, ଥଇଥାନ ଓ ସହାୟତା ପ୍ୟାକେଜ୍ ମଞ୍ଜୁରୀ ଦେଇଥିଲେ।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…