ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ, ରାୟ ଶୁଣାଇଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ଫାଷ୍ଟଟ୍ରାକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ଜେଲ ଦଣ୍ଡ ।

କଟକ (କେନ୍ୟୁଜ): ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ଫାଷ୍ଟଟ୍ରାକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ଜେଲ ଦଣ୍ଡ ।

ଏହାସହ ପୀଡିତାଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାରେ ଗୋପାଳ ସିଂହଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୧୦ହଜାର ଟଙ୍କାର ଜରିମାନା ଧାର୍ଯ୍ୟ କରିଛନ୍ତି । ଏଥି ସହିତ ପୀଡିତାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣରୁ ୩ ଲକ୍ଷ କ୍ଷତିପୂରଣ ଦେବାକୁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.