ରାଜ୍ୟ

କର୍ତ୍ତବ୍ୟରେ ଅବହେଳା ପାଇଁ କଟକ କିଶନନଗର IIC ସସ୍‌ପେଣ୍ଡ

କଟକ(କେନ୍ୟୁଜ): କଟକ କିଶନନଗର IIC ସସ୍‌ପେଣ୍ଡ। କିଶନନଗର ଥାନା IIC ସସ୍ମିତା ରଣାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି । ନିଜ କର୍ତ୍ତବ୍ୟରେ ଅବହେଳା ପାଇଁ IIC ନିଲମ୍ବିତ ହୋଇଛନ୍ତି ।

ନିଲମ୍ବନ ସମୟରେ କେନ୍ଦ୍ରାଞ୍ଚଳ ଆଇଜିଙ୍କ ନିୟନ୍ତ୍ରଣରେ ରହିବେ ସସ୍ମିତା । ଏପ୍ରିଲ ୨୩ ତାରିଖରେ କିଶନନଗର ଥାନା ସମ୍ମୁଖରେ ପେଟ୍ରୋଲ ଢ଼ାଳି ଆତ୍ମହତ୍ୟା କରିଥିଲେ ଇଶାଣିବରମପୁର ଗାଁର ଗୁଣନିଧି ବିଶୋଇ । ଜମିବାଡି ବିବାଦ ସମାଧାନ ପାଇଁ ଥାନାକୁ ଯାଇଥିଲେ । ସମସ୍ୟାର ସମାଧାନ ନହେବାରୁ ନିଜ ଦେହରେ କିରାସିନ ଢାଳି ଆତ୍ମହତ୍ୟା କରିଥିଲେ ।

Sonalisa

Recent Posts

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

2 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

27 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

37 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago