Categories: ରାଜ୍ୟ

ମିଲେନିୟମ୍‌ ସିଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନବୀନ ନିବାସରେ ଶତାଧିକ କଟକ ବାସିନ୍ଦା, ଜଣାଇଲେ ଧନ୍ୟବାଦ

କେନ୍ୟୁଜ୍(ବ୍ୟୁରୋ):  ମିଲେନିୟମ୍‌ ସିଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଖୁସି ବ୍ୟକ୍ତ କରିଛନ୍ତି କଟକ ବାସୀ । ବିଧାୟକ ସୌଭିକ୍‌ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ କଟକ ବାସିନ୍ଦା ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି । ଗତକାଲି କଟକ ସହର ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

ମହାନଦୀ ପଠାରେ ବିସ୍ତୀର୍ଣ୍ଣ ୪୨୪ ଏକର ଜମିରେ ବିଭିନ୍ନ ପ୍ରକଳ୍ପ କାମ ଆରମ୍ଭ ହେବ। ଏନେଇ ଗତକାଲି ଗ୍ରାଉଣ୍ଡ ଭିଜିଟ୍‌ କରି ଯୋଜନାର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ।

 

 

KNews Bureau

Recent Posts

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

4 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

19 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

31 mins ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

38 mins ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

50 mins ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

55 mins ago