କଟକ ରେଳ ଷ୍ଟେସନର ହେବ ଆଧୁନିକୀକରଣ, ଯାତ୍ରୀଙ୍କୁ ମିଳିବ ସ୍ୱତନ୍ତ୍ର ସୁବିଧା ସୁଯୋଗ

କଟକ (କେନ୍ଯୁଜ୍): କଟକ ରେଳ ଷ୍ଟେସନର ହେବ ଆଧୁନିକୀକରଣ । ଯାତ୍ରୀଙ୍କୁ ମିଳିବ ସ୍ୱତନ୍ତ୍ର ସୁବିଧା ସୁଯୋଗ । ରେଳ ଷ୍ଟେସନ ପରିଦର୍ଶନ କରିବା ପରେ ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଡିଆରଏମ୍‌ । ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି ।

ରେଳ ଷ୍ଟେସନରେ ଗୁଡ୍‌ସ ସେଡ୍‌ ସହ ଅନ୍ୟାନ୍ୟ ସ୍ଥାନ ବୁଲି ଦେଖିଥିଲେ । ଏସମ୍ପର୍କିତ ରିପୋର୍ଟ ରେଳମନ୍ତ୍ରୀଙ୍କୁ ପ୍ରଦାନ କରାଯିବ । ଏହାପରେ କଟକ ରେଳ ଷ୍ଟେସନରେ ଉନ୍ନତୀକରଣ ପାଁ ନୂଆ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି କହିଛନ୍ତି ଖୋର୍ଦ୍ଧା ଡିଆରଏମ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.