Below header

ବିଜେଡିରେ ମିନତୀ ପଟ୍ଟନାୟକ, ଯିଏ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାଁରେ ଲେଖିଦେଇ ଆସିଥିଲେ ଚର୍ଚ୍ଚାକୁ

କଟକ(କେନ୍ୟୁଜ): ବିଜେଡିରେ ମିନତୀ ପଟ୍ଟନାୟକ । କଟକ ସୂତାହାଟ ଅଞ୍ଚଳର ମିନତୀ ପଟ୍ଟନାୟକ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାଁରେ ଲେଖିଦେଇ ଚର୍ଚ୍ଚାକୁ ଆସିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ସାମିଲ ହୋଇଛନ୍ତି ।

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ମିନତୀ । ଏହି ଅବସରରେ ଓଡ଼ିଶା ମୋ ପରିବାର ସିଟି ସଂଯୋଜକ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.