Categories: ରାଜ୍ୟ

ସାଇକେଲ ରାଲି, କର୍କଟ ରୋଗ ସମ୍ପର୍କିତ ସଚେତନତା ସୃଷ୍ଟି ପାଇ ଉଦ୍ୟମ

ବ୍ରହ୍ମପୁର (କେନ୍ୟୁଜ୍) : କର୍କଟ ରୋଗ ସମ୍ପର୍କିତ ସଚେତନତା ସୃଷ୍ଟି ସହ ଲିମକା ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇବାକୁ ଉଦ୍ୟମ କରିବ ଦିଲ୍ଲୀର ସ୍ୱେଚ୍ଛାସବୀ ସଙ୍ଗଠନ ଗ୍ରାମୀଣ ସ୍ନେହା ଫାଉଣ୍ଡେସନ । ଏଥିପାଇଁ ସଙ୍ଗଠନ ପକ୍ଷରୁ ୨୫ଜଣିଆ ସାଇକେଲ ଚାଳକ ବ୍ରହ୍ମପୁର ନିକଟସ୍ଥ ଗୋଳାବନ୍ଧ ଆର୍ମୀ ଏୟାର ଡିଫେନ୍ସ କଲେଜ ପରିସରରୁ ବାହାରିଛନ୍ତି । ଓଡ଼ିଶାରୁ ସାଇକେଲରେ ବାହାରି ଏହି ଦଳ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଆଦି ୫ଟି ରାଜ୍ୟର ୧୪ଟି ଜିଲ୍ଲା ଅତିକ୍ରମ କରିବେ। ଯାହା ମୋଟ ୧୪ଶହ ୮୧ କିଲୋମିଟର ହେବ । ଏହି ସଚେତନତା ଅଭିଯାନ ଆସନ୍ତା ଡିସେମ୍ବର ୨୫ରେ ପୁଣେରେ ଶେଷ ହେବ। ଅଭିଯାନରେ ପ୍ରାୟ ୫୦ଟି ସ୍କୁଲ ଓ ଲକ୍ଷାଧିକ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାର ଲକ୍ଷ୍ୟ ରଖିଛି ସଙ୍ଗଠନ ।

KNews Bureau

Recent Posts

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

15 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

1 hour ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago

ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 hours ago