Below header

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ

ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସିନ୍ଦୁରିଆପଡା ଗାଁ ନିକଟରେ ଦୁର୍ଘଟଣା । ବାଇକ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଜଣକ ହେଲେ ନିକଟସ୍ଥ ଆମ୍ବପୁଆ ଗ୍ରାମର ମୂରଲୀ ଜେନା । ଘଟଣା ସ୍ଥଳରେ ବାଇକ୍ ଚାଳକ ମଧ୍ୟ ଗୁରୁତର ଆହତ ହେଇଥିଲେ ।

ଭଞ୍ଜନଗର (କେନ୍ୟୁଜ): ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସିନ୍ଦୁରିଆପଡା ଗାଁ ନିକଟରେ ଦୁର୍ଘଟଣା । ବାଇକ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଜଣକ ହେଲେ ନିକଟସ୍ଥ ଆମ୍ବପୁଆ ଗ୍ରାମର ମୂରଲୀ ଜେନା । ଘଟଣା ସ୍ଥଳରେ ବାଇକ୍ ଚାଳକ ମଧ୍ୟ ଗୁରୁତର ଆହତ ହେଇଥିଲେ ।

ଉଭୟଙ୍କୁ ନିକଟସ୍ଥ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କବିସୂର୍ଯ୍ୟନଗର ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହତଦନ୍ତ ଚଳାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.