photo :india today
(କେନ୍ୟୁଜ): ବଙ୍ଗୋପସାଗରରେ ବାତ୍ୟା ହାମୁନର ଲ୍ୟାଣ୍ଡଫଲ୍ ଆରମ୍ଭ ହୋଇଛି । ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ବାତ୍ୟା ‘ହାମୁନ୍’ । ଆଜି ଭୋରରେ ବାଂଲାଦେଶ ଉପକୂଳରେ ଚିଟ୍ଟାଗଙ୍ଗର ଦକ୍ଷିଣରେ ସ୍ଥଳଭାଗ ଅତିକ୍ରମ କରିିଛି । ପବନର ବେଗ ଘଣ୍ଟାପ୍ରତି ୮୦ ରୁ ୯୦ କିଲୋମିଟର ଓ ଏହା ବଢ଼ି ୧୦୦ କିଲୋମିଟର ଛୁଇଁଥିଲା ।
ସ୍ଥଳଭାଗ ମୁହାଁ ହେବା ସହ ଦୁର୍ବଳ ପଡୁଛି ବାତ୍ୟା । ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବ। ଗତକାଲି ଭେରି ସିଭିଅର ସାଇକ୍ଲୋନିକ ଷ୍ଟର୍ମରୁ ସିଭିଅର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟାରେ ପରିଣତ ହୋଇଥିଲା । ଏବେ ଏହା ଧୀରେ ଧୀରେ ଆହୁରି ଦୁର୍ବଳ ହୋଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…