ରାଜ୍ୟ

ଭୀଷଣ ରୂପ ନେଲା ବାତ୍ୟା ‘ରେମାଲ, ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଭୟଙ୍କର ହେଉଛି ବାତ୍ୟା ‘ରେମାଲ ।  ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇଛି ।  ପଶ୍ଚିମବଙ୍ଗର ସାଗର ଦ୍ବୀପରୁ ୨୭୦ କିମି ଦୂରରେ ରହିଛି ।  ମଧ୍ୟରାତି ସୁଦ୍ଧା ବାଂଲାଦେଶର ଖେପୁପରା ଓ ଏହା ନିକଟ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ।  ସେତେବେଳେ ବାତ୍ୟାର ପବନ ବେଗ ଥିବ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିମି । ଏହା ୧୩୫ କି.ମି ପର୍ଯ୍ୟନ୍ତ ରହିପାରେ । ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର, ଉତ୍ତର ଓ ଦକ୍ଷିଣ ୨୪ ପ୍ରଗଣାରେ ବାତ୍ୟା ପ୍ରଭାବ ଦେଖିବାକୁ ମିଳିବ । ଓଡ଼ିଶା ପ୍ରତି ବାତ୍ୟା ବିପଦ ନାହିଁ । କିନ୍ତୁ ଉପକୂଳ ଓଡ଼ିଶାରେ ପବନର ବେଗ ବଢିବ । ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

ବାତ୍ୟା ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷାର ସମ୍ଭାବନ ରହିଛି ।  ଆଜି କାଲି ପାଇଁ ୪ଟି ଜିଲ୍ଲା ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ସେହିପରି ଆସନ୍ତାକା ଲି ପାଇଁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।  ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

Barsha

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

4 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

20 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

36 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

49 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

58 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago