ରାଜ୍ୟ

ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆସନ୍ତାକାଲି ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗର ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଠିକ୍‌ ସେହି ସ୍ଥାନରେ କାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ୮ରେ ଘନୀଭୂତ ହୋଇ ଅବପାତରୂପ ନେବ। ଏହା ଦକ୍ଷିଣକୁ କେନ୍ଦ୍ରୀୟବଙ୍ଗୋପସାଗରକୁ ଗତି କରିବା ସମୟରେ ବାତ୍ୟାର ରୂପ ନେବ। ୧୦ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରେ ୮୦ କିଲୋମିଟର ବେଗରେ ପବନ ବହିବ।

କିନ୍ତୁ ବାତ୍ୟା କେଉଁଆଡେ ଯିବ ସ୍ପଷ୍ଟ ସୂଚନା ନାହିଁ। ଅଧିକାଂଶ ପାଣିପାଗ ମଡେଲଙ୍କ ଆକଳନ ମିଆଁମାର ମୁହାଁଇବ ବାତ୍ୟା। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ। ବାତ୍ୟା କେଉଁ ଆଡେ ମୁହାଁଇବ କେତେ ତୀବ୍ରତା ରହିବ ତାର ସଠିକ ପୂର୍ବାନୁମାନ ହୋଇନଥିବା କହିଛି ଆଇଏମ୍‌ଡି । ୮ତାରିଖ ବେଳକୁ ସ୍ପଷ୍ଟ ହେବ ବାତ୍ୟାର ଗତି ଓ ତୀବ୍ରତା।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

16 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

35 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

43 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

60 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago