Below header

ଷ୍ଟିଲ ପ୍ଲାଣ୍ଟରେ ସିଲିଣ୍ଡର ଫାଟି ୩ ଶ୍ରମିକ ଗୁରୁତର, ଜଣଙ୍କ ଅବସ୍ଥା ସଙ୍କଟପନ୍ନ

ବଡ଼ବିଲ ସ୍ଥିତ ଆରିୟା ଆଇରନ ଏଣ୍ଡ ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା l ଅକ୍ସିଜେନ ସିଲିଣ୍ଡର ଫାଟି ୩ ଶ୍ରମିକ ଗୁରୁତର ହୋଇଛନ୍ତି ।

ଚମ୍ପୁଆ (କେନ୍ୟୁଜ): ବଡ଼ବିଲ ସ୍ଥିତ ଆରିୟା ଆଇରନ ଏଣ୍ଡ ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା l ଅକ୍ସିଜେନ ସିଲିଣ୍ଡର ଫାଟି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ଜଣକ ଅବସ୍ଥା ସଙ୍କଟପନ୍ନ ରହିଛି। ସମସ୍ତଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି । ଗାଡିରୁ ସିଲିଣ୍ଡର ଅନଲୋଡ଼ ବେଳେ ଏପରି ଦୁର୍ଘଟଣା ହୋଇଥିବା କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.