ପଦ୍ମଶ୍ରୀ ଡି. ପ୍ରକାଶ ରାଓ କରୋନା ସଂକ୍ରମିତ,ଚିକିତ୍ସା ପାଇଁ କଟକ ଏସସିବିରେ ଭର୍ତ୍ତି

କଟକ(କେନ୍ୟୁଜ୍):  ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କରୋନା ସଂକ୍ରମିତ । ଚିକିତ୍ସା ପାଇଁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି ।

ସମସ୍ତ ଚିକିତ୍ସା ବ୍ୟବସ୍ଥା କରିଛି ଜିଲ୍ଲା ପ୍ରଶାସନ । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଏସସିବି ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.