ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି: ବଢ଼ିଲା ୪ ପ୍ରତିଶତ ମହଙ୍ଗା ଭତ୍ତା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି । ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ୪ ପ୍ରତିଶତ ମହଙ୍ଗା ଭତ୍ତା । ପେନସନ ଭୋଗୀଙ୍କ ପାଇଁ ମଧ୍ୟ ବର୍ଦ୍ଧିତ ଭତ୍ତା ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମଞ୍ଜୁରି କରିଛନ୍ତି । ଜୁଲାଇ ପହିଲା ୨୦୨୨ରୁ ପିଛିଲା ଭାବେ ଲାଗୁ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.