Below header

ରାଜ୍ୟ ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ବଢ଼ିଲା DA , ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାର ପରେ, ଏବେ ବର୍ତ୍ତମାନ ରାଜ୍ୟ ସରକାର କର୍ମଚାରୀଙ୍କୁ ଦେଲେ ହୋଲି ଉପହାର । ୪ ପ୍ରତିଶତ ବଢ଼ିଲା DA । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାର ପରେ, ଏବେ ରାଜ୍ୟ ସରକାର କର୍ମଚାରୀଙ୍କୁ ଦେଲେ ହୋଲି ଉପହାର । ୪ ପ୍ରତିଶତ ବଢ଼ିଲା DA । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଏଥିସହ ପେନସନ ଭୋଗୀଙ୍କ ଟିଆଇରେ ମଧ୍ୟ ୪ ପ୍ରତିଶତ ବଢ଼ିଛି । ଫଳରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ପିଛିଲା ଭାବେ ଗତ ଜାନୁଆରୀ ପହିଲାରୁ ଲାଗୁ ହେବ । ଏହାଦ୍ବାରା ସାଢ଼େ ୪ ଲକ୍ଷ ସରକାରୀ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନସନଧାରୀ ଉପକୃତ ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.