ରଥଯାତ୍ରା ପାଇଁ ଆଜିଠୁ ଦଇତାପତି ସେବାୟତଙ୍କ ଆରମ୍ଭ ହୋଇଛି ନୀତିକାର୍ଯ୍ୟ

ପୁରୀ(କେନ୍ୟୁଜ୍): ଆସନ୍ତା ରଥଯାତ୍ରା ପାଇଁ ଆଜିଠାରୁ ଦଇତାପତି ସେବାୟତଙ୍କ ଆରମ୍ଭ ହୋଇଯାଇଛି ନୀତି କାର୍ଯ୍ୟ। ଗୋଟିଏ ଦିନ ପରେ ସ୍ନାନଯାତ୍ରା ପଡୁଥିବାରୁ ପାରମ୍ପରିକ ଭାବେ ଶ୍ରୀମନ୍ଦିରରେ ଦଇତାପତି ପ୍ରବେଶ କରିଛନ୍ତି। ମହାପ୍ରଭୂଙ୍କ ଶ୍ରୀଅଙ୍ଗରକ୍ଷକ ଭାବେ ପରିଚିତ ଦଇତାପତିମାନେ ଆଜିଠାରୁ ମହାପ୍ରଭୂଙ୍କ ସେବାଙ୍କ ଲାଗିବେ। ବଡସିଂହାର ବେଶ ପରେ ଦଇତାପତିମାନେ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟ କଣ୍ଟ କରିବେ। କୋଠ ସୁଆଁସିଆମାନେ ରତ୍ନସିଂହାସନ ନିକଟରେ ଆସନ୍ତାକାଲିଠୁ ପହଣ୍ଡି ପାଇଁ ଖିରମାଳ ବାନ୍ଧିବା କାର୍ଯ୍ୟ କରିବେ। ସେହିପରି କାଲିଠୁ ସେମିପଟା ଲାଗି କାର୍ଯ୍ୟ ମଧ୍ୟ ଆରମ୍ଭ ହେବ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

13 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

46 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

48 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

55 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 hour ago