ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିର ଦଇତାପତି ନିଯୋଗର ସଭାପତି ଭାବେ ରବୀନ୍ଦ୍ର ଦାସ ମହାପାତ୍ର ମନୋନୀତ । ଦୁର୍ଗାପ୍ରସାଦ ଦାସ ମହାପାତ୍ର ସଂପାଦକ ଓ ଚନ୍ଦ୍ରଶେଖର ଦାସ ମହାପାତ୍ର କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି । ଉପସଭାପତି ଭାବେ ସୂର୍ଯ୍ୟସ୍ୱାଇଁ ମହାପାତ୍ର ଓ ଅମିତ କୁମାର ଦାସ ମହାପାତ୍ର ସହ-ସଂପାଦକ ମନୋନୀତ ହୋଇଛନ୍ତି । ନିର୍ବାଚିତ ହୋଇଥିଲେ ଦଇତାପତି ନିଯୋଗର ୧୫ ଜଣିଆ କାର୍ଯ୍ୟକାରୀ କମିଟି ସଭ୍ୟ । ନିର୍ବାଚନରେ ମତଦାନ ପାଇଁ ଯୋଗ୍ୟତା ପାଇଥିବା ୧୨୦ ଜଣ ଦଇତାପତିଙ୍କ ମଧ୍ୟରୁ ୧୦୫ ଜଣ ମତଦାନ କରିଥିଲେ । ଏହି ସଭ୍ୟମାନେ ଏକାଠି ହୋଇ ସହମତିରେ ସଭାପତି, ସମ୍ପାଦକ ପଦ ସହ ଅନ୍ୟ ପଦବୀ ପାଇଁ ଯୋଗ୍ୟ ବ୍ୟକ୍ତି ଚୟନ କରିଛନ୍ତି।
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…