ଆସନ୍ତାକାଲି ୩ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ଆସନ୍ତାକାଲି ପୁରୀ ଶ୍ରୀ ମନ୍ଦିରରେ ଶ୍ରୀଜିଉଙ୍କ ୩ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ ।

(କେନ୍ୟୁଜ୍ ବ୍ୟୁରୋ ): ଆସନ୍ତାକାଲି ପୁରୀ ଶ୍ରୀ ମନ୍ଦିରରେ ଶ୍ରୀଜିଉଙ୍କ ୩ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି । ସେଥିପାଇଁ ସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ । ସନ୍ଧ୍ୟା ୬ ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ଭକ୍ତଙ୍କ ଲାଗି ଦର୍ଶନ ।