ଛଟପଟ କରିବ ଗୁଳୁଗୁଳି, ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା !

ଭୁବନେଶ୍ୱର(କେନ୍ୟୁଜ୍‌): ଛଟପଟ କରିବ ଗୁଳୁଗୁଳି। ବଢିବ ଦିନ ତାପମାତ୍ରା। ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ଅସହ୍ୟ ଗରମ ଅନୁଭୂତ ହେବ। ଭୁବନେଶ୍ୱର ସମେତ ପ୍ରାୟ ଅଧିକାଂଶ ସ୍ଥାନରେ ଅଧିକ ଆଦ୍ରତା ଯୋଗୁଁ ଅସହ୍ୟ ଗୁଳୁଗୁଳି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.