ରାଜ୍ୟ

ବଢ଼ୁଛି ହକି ବିଶ୍ବକପ ଉତ୍କଣ୍ଠା: ଖେଳାଳିମାନେ ରହିବାକୁ ଥିବା ବିଭିନ୍ନ ହୋଟେଲ ବୁଲି ଦେଖିଲେ ଡିସିପି ପ୍ରତୀକ ସିଂ

ଭୁବନେଶ୍ୱର (କେନ୍ୟୁଜ): ହକି ବିଶ୍ୱକପ ପୂର୍ବରୁ ଖେଳାଳିମାନେ ରହିବାକୁ ଥିବା ବିଭିନ୍ନ ହୋଟେଲ ବୁଲି ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ । ବିଶ୍ୱକପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳ ରାଜଧାନୀ ଭୁବନେଶ୍ୱରର ନଅଟି ହୋଟେଲରେ ରହିବେ ଏବଂ ସମସ୍ତ ହୋଟେଲ ଗୁଡିକରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଜଣେ ଆଡିସିନାଲ ଡିସିପିଙ୍କ ନେତୃତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ଖେଳାଳିଙ୍କ ସୁରକ୍ଷା ପାଇଁ ନିୟୋଜିତ ହେବେ ।

୨୪ ଘଣ୍ଟିଆ ମନିଟର ପାଇଁ ମଧ୍ୟ ଟିମ ମୁତୟନ କରାଯାଇଛି । ଖେଳାଳିଙ୍କ ପ୍ରାକ୍ଟିସ ଓ ମ୍ୟାଚ ଖେଳିବା ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି । ଖେଳାଳିଙ୍କୁ ପାରମ୍ପରିକ ଭାବେ ସ୍ୱାଗତ ଓ ସେମାନଙ୍କ ପସନ୍ଦର ଖାଦ୍ୟ ପ୍ରଦାନ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି ବୋଲି ହୋଟେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Barsha

Recent Posts

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

21 mins ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

1 hour ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

2 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

2 hours ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

2 hours ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

3 hours ago