Below header

କେନ୍ଦୁଝର ଡିଡି କଲେଜ ହେଲା ବିଶ୍ୱବିଦ୍ୟାଳୟ: ଆସନ୍ତାକାଲି ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ଧରଣୀଧର ବିଶ୍ୱବିଦ୍ୟାଳୟକୁ ଲୋକାର୍ପିତ କରିବେ

କେନ୍ୟୁଜ୍(ବ୍ୟୁରୋ):  ଡିଡି କଲେଜ ହେଲା ବିଶ୍ୱବିଦ୍ୟାଳୟ। କେନ୍ଦୁଝର ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା। ଭିଡିଓ ଜାରି କରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ଧରଣୀଧର ବିଶ୍ୱବିଦ୍ୟାଳୟକୁ ଲୋକାର୍ପିତ କରିବେ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.