Below header

ସ୍କୁଲ୍ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର

କଟକ(କେନ୍ୟୁଜ): ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କଟକ ସଦର ଥାନା ଅନ୍ତର୍ଗତ ଶଙ୍ଖତ୍ରାସ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ମୃତଦେହକୁ ଉଦ୍ଧାର କରି କଟକ ସଦର ପୋଲିସ ତଦନ୍ତ ଜାରି ରଖିଛି। ମୃତଦେହକୁ ଉଦ୍ଧାର କରି କଟକ SCB ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.